• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2022: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ନୂଆ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୬ ଗତେ ବିଛା, ତିଥି- ୧୨ଶୀ ରାତ୍ରି ୧୨.୪୫ ଗତେ ୧୩ଶୀ ଘାତ ଚନ୍ଦ୍ର- ନାସ୍ତି । ଘାତ ବାର – ମକର ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୯.୫୩ ଗତେ ୩ ପାଦ

Sagittarius

ଧନୁ

Tuesday 20 Dec 2022

ମୂଳା – ସା୍ୱôସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇ ପାରେ । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଚାକିରୀରେ ଆପଣଙ୍କର ପ୍ରାଧାନ୍ୟ ବଢିବ

ପୂ , ଷାଢା – ଆର୍ଥିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ନୂତନ କର୍ମ କରିବା ପାଇଁ ସୂବର୍ଣ୍ଣ ସୁଯୋଗ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ

ଉ , ଷାଢା – ଦିନଚର୍ଯ୍ୟା ବହୁତ ଆଡମ୍ବର ପୂର୍ଣ୍ଣ ରହିପାରେ । କର୍ମତତ୍ପରତା କାରଣରୁ ଆଗେଇ ଚାଲିବେ । ସାଂସାରିକ ଦ୍ରବ୍ୟାଦି ଲାଭ କରିବେ । ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ । ସାମାଜିକ ସହଯୋଗ ଲାଭ କରିବେ

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :