Daily Horoscope 20th Dec 2022: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ନୂଆ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୬ ଗତେ ବିଛା, ତିଥି- ୧୨ଶୀ ରାତ୍ରି ୧୨.୪୫ ଗତେ ୧୩ଶୀ ଘାତ ଚନ୍ଦ୍ର- ନାସ୍ତି । ଘାତ ବାର – ମକର ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୯.୫୩ ଗତେ ୩ ପାଦ

Aries

ମେଷ

Tuesday 20 Dec 2022

ଅଶ୍ୱନୀ – ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ଆମୋଦ, ପ୍ରମୋଦ ଭିତରେ ଆଜି ଦିନ କଟିବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାଂସାରିକ ଜୀବନ ଆନନ୍ଦ ଉଲ୍ଲାସରେ କଟିବ

ଦ୍ୱିଜା – ନାରୀ ମାନେ ଧର୍ଯ୍ୟଶୀଳ ହେବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ସାମାନ୍ୟ କଥାକୁ କେନ୍ଦ୍ର କରିି ମନରେ ବିରକ୍ତି ଭାବ ସୃଷ୍ଟି ହୋଇପାରେ । ରାଜନୀତିରେ ଲୋକ ସପଂର୍କ ବୃଦ୍ଧି ପାଇବ । ଅନ୍ୟମାନଙ୍କ ସହେଯାଗ ପାଇ ଉପକୃତ ହେବେ

କୃତିକା – ନିଜର ଆଦର୍ଶ ପ୍ରତିଷ୍ଠା ମୂଖ୍ୟ କାମନା ହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ । ଚାକିରୀ କ୍ଷେତ୍ରରେ ସମ୍ମାନ ଲାଭ କରିବେ

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :