• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର

Aries

ମେଷ

Wednesday 20 Dec 2023

ଅଶ୍ୱନୀ-  ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଯେକୌଣସି ନୂତନ କାର୍ଯ୍ୟ କରିବେ ତାହା ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ ଓ ଲାଭଦାୟକ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁ ରୂପେ କରିପାରିବେ । 
ଦ୍ୱିଜା- ସ୍ୱାସ୍ଥ୍ୟ ଭଲ ରହିବ ଯାହା ଫଳରେ ମନ ପ୍ରସନ୍ନ ରହିବ । ରାଜନୈତିକ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ । କର୍ମ କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । 
କୃତିକା- ଜାଗା , ଜମି , ଯାନବାହାନ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ ।  ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ଘରକୁ ବନ୍ଧୁ ଆସିବା ଦ୍ୱାରା ଖର୍ଚ୍ଚାନ୍ତ ହୋଇପାରନ୍ତି । 
ପ୍ରତିକାର -  ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :