• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର

Aquarius

କୁମ୍ଭ

Wednesday 20 Dec 2023

ଧନିଷ୍ଠା- ପାରିବାରିକ ଜୀବନରେ ସୁଖ ଶାନ୍ତି ଲାଭ କରିବେ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ରହିବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ।
ଶତଭିଷା- କର୍ମକ୍ଷେତ୍ରରେ କେହି ଜଣେ ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି। ବିଦ୍ୟାର୍ଥୀ ମାନେ ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଆର୍ଥିକ ସ୍ଥିତି ସ୍ୱଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ ।
ପୂ,ଭାଦ୍ରପଦ- ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଦୂର ସ୍ଥାନକୁ ଯାତ୍ରା କଲେ ଅସୁବିଧାରେ ପଡିପାରନ୍ତି । ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । 
ପ୍ରତିକାର – ହନୁମାନ ଚାଳିଶା  ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :