• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର

Pisces

ମୀନ

Wednesday 20 Dec 2023

ପୂ,ଭାଦ୍ରପଦ- ପାରିବାରିକ ପରିସ୍ଥିତି ଠିକ୍ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ । କର୍ମ କ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସାଫଲ୍ୟ ହେବେ । 
ଉ,ଭାଦ୍ରପଦ- ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ ।  ଋଣ ଭାରରୁ ମୁକ୍ତି ପାଇବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ । 
ରେବତୀ- କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବରିଷ୍ଠ ବ୍ୟକ୍ତି ଓ ଗୁରୁଜନମାନଙ୍କ ଠାରୁ ପ୍ରଶଂସା ପାଇବେ । ତୀର୍ଥସ୍ଥାନ  ଯାତ୍ରା କରିବାର ସୁଯୋଗ ମିଳିବ । 
ପ୍ରତିକାର- ପାଣିରେ ଗୋଟାଲୁଣ ମିଶାଇ ଘରକୁ ପୋଛି ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :