• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର

Gemini

ମିଥୁନ

Wednesday 20 Dec 2023

ମୃଗଶିରା- ଅନେକ ଗୁଡିଏ କାର୍ଯ୍ୟବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସହାର୍ଯ୍ୟ କରିବ ।
ଆଦ୍ରା- ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ଆନନ୍ଦ ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।
ପୁନର୍ବସୁ- ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ସ୍ୱାର୍ଥ କୁ କେନ୍ଦ୍ର କରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିପାରନ୍ତି । 
ପ୍ରତିକାର – ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :