• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର

Cancer

କର୍କଟ

Wednesday 20 Dec 2023

ପୁନର୍ବସୁ- ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । କର୍ମ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ ।
ପୁଷ୍ୟା- ବନ୍ଧୁ ବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର୍ଯ୍ୟ ସହେଯାଗ କରିବେ । ବ୍ୟବସାୟୀ ମାନେ କଠିନ ପରିଶ୍ରମ କରିବେ । ନୂଆ ଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ ।
ଅଶ୍ଲେଷା- ଯାତ୍ରା ସମୟରେ ଅପରିଚିତଙ୍କ ସହ କଳହ ଲାଗିଯିବାର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ପ୍ରତିକାର- ଶ୍ୱେତଚନ୍ଦନରେ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :