• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର

Leo

ସିଂହ

Wednesday 20 Dec 2023

ମଘା- ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ । ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ୱଭାବ ଯୋଗୁ ବିଚଳିତ ହୋଇପାରନ୍ତି। ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର‌୍ୟ୍ୟାଦା ବଢ଼ିବ।
ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । 
ଉ,ଫାଲଗୁନି- କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଆଶ୍ୱସ୍ତି ବଢିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନାକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଇଚ୍ଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । 
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :