• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର

Libra

ତୁଳା

Wednesday 20 Dec 2023

ଚିତ୍ରା- ପରିବାରରେ ଅଶାନ୍ତ ଦୂର ହେବ ନୂତନ କାର‌୍ୟ୍ୟରେ ହାତ ଦେଇ କୃତକାର‌୍ୟ୍ୟ ହେବେ। ବାଣିଜ୍ୟ, ବ୍ୟବସାୟ ତଥା ବିବାଦୀୟ ଘଟଣାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିରେ ପଡ଼ି ଅଣନିଃଶ୍ୱାସୀ ହୋଇପାରନ୍ତି। 
ସ୍ୱାତୀ- ନୂତନ ଅଫିସ୍ କାମରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ। ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। 
ବିଶାଖା- ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟାର୍ଥୀ ଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଯାନ ବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । 
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :