• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର

Scorpio

ବିଛା

Wednesday 20 Dec 2023

ବିଶାଖା- ସମ୍ପର୍କୀୟ ବନ୍ଧୁ ବ୍ୟବସାୟରେ ସାହାଯ୍ୟ ସହେଯାଗ କରିବେ । ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ। 
ଅନୁରାଧା- ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଜଣେ ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
ଜ୍ୟେଷ୍ଠା- ଦୂରଯାତ୍ରା କାଳରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ପ୍ରଶାସନିକ ସ୍ତରରେ, ସଭାସମିତିରେ, ବ୍ୟବସାୟରେ ମନମନାନ୍ତର ଦେଖା ଦେଇପାରେ। ଅଟକି ରହିଥିବା କାମ ଆରମ୍ଭ କରିବାକୁ ମନ ବଳାଇବେ।
ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :