• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର

Capricorn

ମକର

Wednesday 20 Dec 2023

ଉ,ଷାଢା- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । ଦୂର ବନ୍ଧୁଙ୍କ ଠାରୁ ଶୁଭ ସମାଚାର ପାଇ ଖୁସି ହେବେ । ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । 
ଶ୍ରବଣା- ବିଦ୍ୟାକ୍ଷେତ୍ରରେ ମନେଯାଗ ଦେଇ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପନ କରିବେ । 
ଧନିଷ୍ଠା- କୋର୍ଟକଚେରି କାମ ଅନୁକୂଳ ରହିବ । ଆପଣଙ୍କ ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅବଶ୍ୟ ରାଜନୈତିକ ସ୍ତରରେ, ପ୍ରଶାସନିକ କ୍ଷେତ୍ର ପାଇଁ, ସଂଗଠନ ସକାଶେ ଦିନଟି ବହୁତ ଭଲ।
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :