• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Feb 2024: ଏହି ରାଶିର ବ୍ୟକ୍ତି ସାମାଜିକ କ୍ଷେତ୍ରରେ ମାନ୍ୟତା ଅର୍ଜ୍ଜନ କରିବେ ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୨୦ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି - ୧୧ ଶୀ ଦିବା ୦୯.୫୬ ଗତେ ୧୨ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୫୬ ଗତେ ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୧୨.୧୩ ଗତେ ୩ ପାଦ କୃଷି, ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ

Aries

ମେଷ

Tuesday 20 Feb 2024

ଅଶ୍ୱନୀ - ଦାମ୍ପତ୍ୟ ଜୀବନରେ ସୁଖଶାନ୍ତି ଭରପୁର ରହିବ । କର୍ମ କ୍ଷେତ୍ରରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ୱ ଦେଇ ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିବେ । 
ଦ୍ୱିଜା - ସରକାରୀ ଚାକିରିଆ ମାନେ ଅତ୍ୟଧିକ ଚାପରେ ରହିବେ । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କରିଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ ।
କୃତିକା- ସବୁ ସମୟରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ । ପରିବହନ କ୍ଷେତ୍ରରେ ସମସ୍ୟାଗୁଡ଼ିକର ସମାପ୍ତି ଘଟାଇବେ । ଅବିବାହିତଙ୍କର ବିବାହ ସମ୍ବନ୍ଧ ସ୍ଥିର ହେବ ।
ପ୍ରତିକାର – କୌଣସି ଲୋକଙ୍କୁ କିଛି ସାହାର୍ଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :