• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Feb 2024: ଏହି ରାଶିର ବ୍ୟକ୍ତି ସାମାଜିକ କ୍ଷେତ୍ରରେ ମାନ୍ୟତା ଅର୍ଜ୍ଜନ କରିବେ ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୨୦ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି - ୧୧ ଶୀ ଦିବା ୦୯.୫୬ ଗତେ ୧୨ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୫୬ ଗତେ ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୧୨.୧୩ ଗତେ ୩ ପାଦ କୃଷି, ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ

Cancer

କର୍କଟ

Tuesday 20 Feb 2024

ପୁନର୍ବସୁ - ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଛୋଟ ଛୋଟ ସମସ୍ୟାକୁ  ଅଣ ଦେଖା ନକରିଲେ ଭଲ ହେବ ।
ପୁଷ୍ୟା - ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ । ରାଜନୀତିରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ହୋଇପାରନ୍ତି ।
ଅଶ୍ଲେଷା - ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଅଲଗା ଅଲଗା ମାଧ୍ୟମରେ ଧନ ଉପାର୍ଜନ କରିବାରେ ସକ୍ଷମ ହେବେ । କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ ।
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :