• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Feb 2024: ଏହି ରାଶିର ବ୍ୟକ୍ତି ସାମାଜିକ କ୍ଷେତ୍ରରେ ମାନ୍ୟତା ଅର୍ଜ୍ଜନ କରିବେ ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୨୦ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି - ୧୧ ଶୀ ଦିବା ୦୯.୫୬ ଗତେ ୧୨ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୫୬ ଗତେ ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୧୨.୧୩ ଗତେ ୩ ପାଦ କୃଷି, ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ

Sagittarius

ଧନୁ

Tuesday 20 Feb 2024

ମୂଳା - ଦାମ୍ପତ୍ୟ ଜୀବନ ସୁଖମୟ ହୋଇପାରେ । ଅଫିସରେ ପଦୋନ୍ନତିର ସୁଯୋଗ ରହିଛି । ବ୍ୟବସାୟରେ ଅଂଶୀଦାର ସହିତ ଜରୁରୀ ଆଲୋଚନା କରିବେ ।
ପୂ,ଷାଢା - ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷ ଦୂରସ୍ଥାନକୁ ଯିବାର ଯୋଗ ରହିଛି । କାର୍ଯ୍ୟକୁ ନେଇ ମନରେ ନୂଆ ନୂଆ ବିଚାର ଆସିବ । କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ ।
ଉ,ଷାଢା - ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ । ପିଲା ଦିନର ସାଙ୍ଗଙ୍କ ପ୍ରୀତିଭୋଜନକୁ ଯାଇପାରନ୍ତି । ପୈତୃକ ସମ୍ପତି ପାଇ ଆନନ୍ଦିତ ହେବେ ।
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :