• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ଅମାବାସ୍ୟା ଦିବା ୧୨.୩୫ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Monday 20 Feb 2023

ଅଶ୍ୱନୀ- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।

କୃତିକା- ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।

ଦ୍ୱିଜା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି 

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :