ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ଅମାବାସ୍ୟା ଦିବା ୧୨.୩୫ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।
ଅଶ୍ୱନୀ- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।
କୃତିକା- ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।
ଦ୍ୱିଜା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯