• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ଅମାବାସ୍ୟା ଦିବା ୧୨.୩୫ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Monday 20 Feb 2023

ଧନିଷ୍ଠା- ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ

ଶତଭିଷା- ରାଜନୀତିରେ ବିରେଧୀ ଦଳ ବଢିବେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ

ପୂ, ଭାଦ୍ରପଦ- ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :