ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ଅମାବାସ୍ୟା ଦିବା ୧୨.୩୫ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।
ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।
ଉ, ଭାଦ୍ରପଦ- ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ
ରେବତୀ- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ୟ୍ୟ ହେବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ
ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩