• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ଅମାବାସ୍ୟା ଦିବା ୧୨.୩୫ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Monday 20 Feb 2023

ମୃଗଶିରା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ ।

ଆଦ୍ରା- ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ 

ପୁନର୍ବସୁ- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :