• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ଅମାବାସ୍ୟା ଦିବା ୧୨.୩୫ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Monday 20 Feb 2023

ପୁନର୍ବସୁ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ପୁଷ୍ୟା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ

ଅଶ୍ଳେଷା- ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :