• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ଅମାବାସ୍ୟା ଦିବା ୧୨.୩୫ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Monday 20 Feb 2023

ମଘା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି

ପୂ- ଫାଲ୍‌ଗୁନୀ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।

ଉ- ଫାଲ୍‌ଗୁନୀ- ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :