• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ଅମାବାସ୍ୟା ଦିବା ୧୨.୩୫ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Libra

ତୁଳା

Monday 20 Feb 2023

ଚିତ୍ରା- ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ

ସ୍ୱାତୀ- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି

ବିଶାଖା- ଆୟନୀର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :