• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ଅମାବାସ୍ୟା ଦିବା ୧୨.୩୫ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Monday 20 Feb 2023

ବିଶାଖା- ପରୋକ୍ଷ ଶତୃତା ଦୈନିକ ଜିବନ ଚର‌୍ୟ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ ।

ଅନୁରାଧା- ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ

ଜ୍ୟୋଷ୍ଠା- ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :