• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ଅମାବାସ୍ୟା ଦିବା ୧୨.୩୫ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Monday 20 Feb 2023

ଉ, ଷାଢା- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୈାଣସି ପରିସି୍ଥତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।

ଶ୍ରବଣା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ । ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

ଧନିଷ୍ଠା- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ

ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :