କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ପ୍ରାତଃ ୦୬.୪୯ ଗତେ ବିଛା । ତିଥି- ୭ମୀ ଦିବା ୦୯.୫୮ ଗତେ ୮ମୀ ଘାତଚନ୍ଦ୍ର- ନାସ୍ତି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୫୮ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ଦିବା ୦୧.୨୯ ପର୍ଯ୍ୟନ୍ତ ।
କୃତିକା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ
ରୋହିଣୀ- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ରାଜନୀତିରେ ନିଜର ଭାବମୂର୍ତି ରକ୍ଷା କରିବା ପାଇଁ ଚେଷ୍ଟା କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ
ମୃଗଶିରା- ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ଆୟନ୍ ଅଦାଲତ ଥିବା ଦୁଶ୍ଚିନ୍ତା ଦୂର ହୋଇପାରେ
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬