Daily Horoscope 20th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..
/odishatv-khabar/media/media_files/uploadimage/library/16_9/16_9_0/IMAGE_1704770092-943111.jpg)
ସୈାର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର। ଚନ୍ଦ୍ର- ମେଷ ଦିବା ୦୮.୫୩ ଗତେ ବୃଷ, ତିଥି- ୧୦ ମୀ ସନ୍ଧ୍ୟା ୦୭.୨୭ ଗତେ ୧୧ ଶୀ, ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୫୩ ଗତେ ବିଛା ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୦୯ ଗତେ ୧ ପାଦ କୃଷିହାନି-ଭୂମିଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
