• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର। ଚନ୍ଦ୍ର- ମେଷ ଦିବା ୦୮.୫୩ ଗତେ ବୃଷ, ତିଥି- ୧୦ ମୀ ସନ୍ଧ୍ୟା ୦୭.୨୭ ଗତେ ୧୧ ଶୀ, ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୫୩ ଗତେ ବିଛା ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୦୯ ଗତେ ୧ ପାଦ କୃଷିହାନି-ଭୂମିଦାନ

Taurus

ବୃଷ

Saturday 20 Jan 2024

କୃତିକା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷାରେ ସମର୍ଥ ହେବେ। ବନ୍ଧୁଙ୍କୁ ମନରେ ଭାବୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ବ୍ୟବସାୟରେ ଲାଭ ମିଳିବ, ମାତ୍ର ଅବହେଳାରୁ ବ୍ୟୟ ହୋଇଯିବ।

ରୋହିଣୀ- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବଦ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ବିଦ୍ୟାର୍ଥୀମାନଙ୍କ ଆଶା ଶେଷରେ ପୂରଣ ହେବ।

ମୃଗଶିରା- ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧ୍ୟାତ୍ମିକ ଜୀବନ ବିତାଇପାରନ୍ତି ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :