• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର। ଚନ୍ଦ୍ର- ମେଷ ଦିବା ୦୮.୫୩ ଗତେ ବୃଷ, ତିଥି- ୧୦ ମୀ ସନ୍ଧ୍ୟା ୦୭.୨୭ ଗତେ ୧୧ ଶୀ, ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୫୩ ଗତେ ବିଛା ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୦୯ ଗତେ ୧ ପାଦ କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 20 Jan 2024

ମୃଗଶିରା- ପାରିବାରିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ହେବାରୁ ଆଶ୍ୱସ୍ତି ଲଭିବେ। ମନ ବୁଝିଲା ଭଳି କଥା କହିବା କାରଣରୁ ବନ୍ଧୁଙ୍କ ସହଯୋଗ ପାଇବାରେ ଅସୁବିଧା ରହିବ ନାହିଁ। ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ କାମ ହାସଲ କଷ୍ଟକର ହେବ।

ଆଦ୍ରା- କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଅନ୍ୟ ମାନଙ୍କୁ ବୁଝାଇବା ଭଳି କଥାକହି ଲକ୍ଷ୍ୟ ହାସଲ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ।

ପୁନର୍ବସୁ- ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ରୁକ୍ଷ ବ୍ୟବହାର ମନରେ ଆଘାତ ଦେବ। ପ୍ରତ୍ୟେକ ପରିସ୍ଥିତିକୁ ଜଟିଳ ମନେକରିବେ ବାସ୍ତବରେ ସେପରି କିଛି ହେବନି। ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡ଼ିପାରେ।

ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :