• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର। ଚନ୍ଦ୍ର- ମେଷ ଦିବା ୦୮.୫୩ ଗତେ ବୃଷ, ତିଥି- ୧୦ ମୀ ସନ୍ଧ୍ୟା ୦୭.୨୭ ଗତେ ୧୧ ଶୀ, ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୫୩ ଗତେ ବିଛା ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୦୯ ଗତେ ୧ ପାଦ କୃଷିହାନି-ଭୂମିଦାନ

Cancer

କର୍କଟ

Saturday 20 Jan 2024

ପୁନର୍ବସୁ- ଦୀର୍ଘଦିନ ହେଲା ଯାହା ପାଇନଥିଲେ ଆଜି ତାହା ପାଇବାରେ ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତ ମାନର ଫଳ ପାଇବେ।

ପୁଷ୍ୟା- ପଡ଼ୋଶୀଙ୍କ ସହ ସାମାନ୍ୟ କାରଣରୁ ସମ୍ପର୍କ ହାନି ଘଟିପାରେ। ନିଜର ଦକ୍ଷତା ହେତୁ ଅର୍ଥ ଓ ସମ୍ମାନ ଲାଭରେ ନିଜକୁ ଗୌରବାନ୍ୱିତ ମନେକରିବେ। ପ୍ରଶଂସା ବାକ୍ୟରେ ନିଜକୁ ଭାଗ୍ୟବାନ ମନେକରିବେ ।

ଅଶ୍ଲେଷା- ସ୍ୱାର୍ଥସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପରୋକ୍ଷ ଶତ୍ରୁତା ଆଚରଣ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱତା ବୃଦ୍ଧି କାରଣରୁ ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ । ଯାନବାହନ, ଜମିଜମା, ଗୃହସୀମା ସମସ୍ୟା ଲାଗି ରହିବ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :