• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର। ଚନ୍ଦ୍ର- ମେଷ ଦିବା ୦୮.୫୩ ଗତେ ବୃଷ, ତିଥି- ୧୦ ମୀ ସନ୍ଧ୍ୟା ୦୭.୨୭ ଗତେ ୧୧ ଶୀ, ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୫୩ ଗତେ ବିଛା ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୦୯ ଗତେ ୧ ପାଦ କୃଷିହାନି-ଭୂମିଦାନ

Leo

ସିଂହ

Saturday 20 Jan 2024

ମଘା- କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା କାରଣରୁ ସେହିକଥା ଭାବି ଅନ୍ୟମନସ୍କ ରହିପାରନ୍ତି । ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ବିତର୍କ ସୃଷ୍ଟି ସମ୍ଭାବନା ରହିଛି। ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ ।

ପୂ,ଫାଲଗୁନି- ଜମିଜମା ପ୍ରଭୃତି କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱଭାବ ଯୋଗୁ ସାମୟିକ ବିଚଳିତ ହେବେ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି ।

ଉ,ଫାଲଗୁନି- ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ । ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡନ କରିବା ଫଳରେ ଆପଣ ସ୍ଥିର ଭାବରେ ରହିପାରିବେ ନାହିଁ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :