• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର। ଚନ୍ଦ୍ର- ମେଷ ଦିବା ୦୮.୫୩ ଗତେ ବୃଷ, ତିଥି- ୧୦ ମୀ ସନ୍ଧ୍ୟା ୦୭.୨୭ ଗତେ ୧୧ ଶୀ, ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୫୩ ଗତେ ବିଛା ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୦୯ ଗତେ ୧ ପାଦ କୃଷିହାନି-ଭୂମିଦାନ

Virgo

କନ୍ୟା

Saturday 20 Jan 2024

ଉ,ଫଳଗୁନି- ପାରିବାରିକ ଶୃଙ୍ଖଳା ରକ୍ଷା ଦିଗରେ ନିଜର ଦୂରଦର୍ଶିତା ଆପଣଙ୍କୁ ସାହାଯ୍ୟ କରିବ । ଭଲ କଥା କହିଲେ ମଧ୍ୟ ଭୁଲ ବୁଝାମଣା କାରଣରୁ ପରିବାରରେ ସମ୍ପର୍କ ହାନି ଆଶଙ୍କା ରହିଛି । ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ।

ହସ୍ତା- ସଭାସମିତି ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସାମୟିକ ପ୍ରତିବନ୍ଧକ ଦେଖାଦେଇପାରେ। ଶିକ୍ଷାର୍ଥୀ ମାନେ କିଛି ପରିମାଣରେ ଶୁବଫଳ ପାଇବେ ।

ଚିତ୍ରା- ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା ବିଫଳ ହେବ ନାହିଁ। ବିବାଦୀୟ ପରିସ୍ଥିତିରେ ନିଜ ଘର ଅପେକ୍ଷା ବାହାର ଲୋକ ଆପଣଙ୍କ ପକ୍ଷ ସମର୍ଥନ କରିବେ। ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।

ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :