• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର। ଚନ୍ଦ୍ର- ମେଷ ଦିବା ୦୮.୫୩ ଗତେ ବୃଷ, ତିଥି- ୧୦ ମୀ ସନ୍ଧ୍ୟା ୦୭.୨୭ ଗତେ ୧୧ ଶୀ, ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୫୩ ଗତେ ବିଛା ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୦୯ ଗତେ ୧ ପାଦ କୃଷିହାନି-ଭୂମିଦାନ

Scorpio

ବିଛା

Saturday 20 Jan 2024

ବିଶାଖା- ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି। ବହୁତ ଦିନରୁ ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇଲେ ମଧ୍ୟ ସାମୟିକ ଅସ୍ଥିରତା ଦେଖାଦେବ ।

ଅନୁରାଧା- ପରିବାରରେ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ରହିଥିବା ପୂର୍ବ ସମସ୍ୟାକୁ ସୁଧାରି ନେବେ।

ଜ୍ୟେଷ୍ଠା- ପ୍ରତ୍ୟେକ କ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ। ପ୍ରତ୍ୟେକ ପରିସ୍ଥିତିକୁ ସଜାଡ଼ି ନେବେ । କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ମାନସିକ ଚିନ୍ତା ବଢ଼ିଯିବ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :