• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର। ଚନ୍ଦ୍ର- ମେଷ ଦିବା ୦୮.୫୩ ଗତେ ବୃଷ, ତିଥି- ୧୦ ମୀ ସନ୍ଧ୍ୟା ୦୭.୨୭ ଗତେ ୧୧ ଶୀ, ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୫୩ ଗତେ ବିଛା ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୦୯ ଗତେ ୧ ପାଦ କୃଷିହାନି-ଭୂମିଦାନ

Sagittarius

ଧନୁ

Saturday 20 Jan 2024

ମୂଳା- ସନ୍ତାନମାନଙ୍କର କିଛି ରହିଥିବା ସମସ୍ୟାର ସମାଧାନ ସକାଶେ ବ୍ୟସ୍ତତା ବଢ଼ିପାରେ। କୌଣସି କାମ ଆରମ୍ଭ କରିବାକୁ ଚାହୁଁଥିଲେ ଶୀଘ୍ର ଆରମ୍ଭ କରିବା ଭଲ। ବାଣିଜ୍ୟ, ବ୍ୟବସାୟରେ ସଫଳତା ପାଇବେ।

ପୂ,ଷାଢା- କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ସାହାଯ୍ୟ ପାଇପାରିବେ। କ୍ରମଶଃ ଦୂରେଇ ଯାଉଥିବା କୌଣସି ଆତ୍ମୀୟଙ୍କ ପାଇଁ ମନ ଦୁଃଖ ହୋଇପାରେ। ସାମାଜିକ ସ୍ତରରେ ସମସ୍ୟା ସୃଷ୍ଟି ହୋଇପାରେ।

ଉ,ଷାଢା- କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ପୂର୍ବ ଯୋଜନା ଅନୁଯାୟୀ କାମ କରି କିଛିଟା ସଫଳତା ମଧ୍ୟ ପାଇବେ।ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :