• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ

ସୈାର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି - ୧୩ଶୀ ଦିବା ୧୦.୦୦ ଗତେ ୧୪ଶୀ ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Friday 20 Jan 2023

ଅଶ୍ୱନୀ – ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ । ବନ୍ଧୁଙ୍କ ସହ କଥାବାର୍ତାରେ ଭଲ ପରାମର୍ଶ ପାଇବେ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ଖଣିଜ , ଧାତବ ଦ୍ରବ୍ୟ ,ଖାଦ୍ୟଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ ।

ଦ୍ୱିଜା – ଦକ୍ଷତା ପାଇଁ ପ୍ରଂଶସିତ ହେଲେ ମଧ୍ୟ ପଦୋନ୍ନତି ମିଳି ନପାରେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।

କୃତିକା – ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ମହିଳା ମାନଙ୍କର ଜୀବନ ସୁଖ ସନ୍ତୋଷରେ କଟିବ । ରାଜନିତିଜ୍ଞ ମାନେ ବାସ୍ତବତା ହୃଦୟଙ୍ଗମ କରି ଦରଦ୍ର ଜନତାଙ୍କ ସେବା କରିବେ ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :