• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ

ସୈାର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି - ୧୩ଶୀ ଦିବା ୧୦.୦୦ ଗତେ ୧୪ଶୀ ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Friday 20 Jan 2023

କୃତିକା - ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ ।

ରୋହିଣୀ – ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ । ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।

ମୃଗଶିରା – ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବାକି ପଡିଥିବା ପାଉଣା ଫେରି ପାଇବେ ।

ପ୍ରତିକାର – ଶ୍ରୀ ଭାର୍ଗବୀ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :