• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ

ସୈାର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି - ୧୩ଶୀ ଦିବା ୧୦.୦୦ ଗତେ ୧୪ଶୀ ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Friday 20 Jan 2023

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟରେ ଚିକିସ୍ୟା ପାଇଁ ଉତମ ଦିନ ରହିବ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ ।

ଉ , ଭଦ୍ରପଦ - ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ ।

ରେବତୀ – ସମାଜ ସେବା କରିବାରେ ମନଭାବ ପୋଷଣ କରିବେ । ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ ।

ପ୍ରତିକାର- ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :