• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ

ସୈାର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି - ୧୩ଶୀ ଦିବା ୧୦.୦୦ ଗତେ ୧୪ଶୀ ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Friday 20 Jan 2023

ପୁନର୍ବସୁ – ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ ।

ପୁଷ୍ୟା – ଛାତ୍ରଛାତ୍ରି ମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

ଅଶ୍ଳେଷା – ଜମିଜମା କ୍ରୟ ବା ନୂତନ ଗୃହ ନିର୍ମାଣ କରିବେ । ଶତୃମାନେ ମଥାନତ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ଖେଳାଳି ମାନେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :