• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ

ସୈାର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି - ୧୩ଶୀ ଦିବା ୧୦.୦୦ ଗତେ ୧୪ଶୀ ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Friday 20 Jan 2023

ମଘା – ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାର‌୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ ।

ପୂ , ଫାଲଗୁନୀ - ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ ।

ଉ ,ଫାଲଗୁନୀ – ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ ।

ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :