• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ

ସୈାର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି - ୧୩ଶୀ ଦିବା ୧୦.୦୦ ଗତେ ୧୪ଶୀ ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Friday 20 Jan 2023

ବିଶାଖା – ପୁରୁଣା ରୋଗ ଗୁଡିକ ପୁଣିଥରେ ଦେଖାଦେବ । ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ । ଉନ୍ନତ ଜ୍ଞାନ କୈାଶଳରେ କାର‌୍ୟ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ । ଛାତ୍ରଙ୍କୁ କମ୍ ପରିଶ୍ରମରେ ଯଥେଷ୍ଟ ସୁଫଳ ମିଳିବ ।

ଅନୁରାଧା – ପ୍ରେମରେ ଭୁଲ ବୁଝାବଣା ହୋଇପାରେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । କମ୍ପ୍ୟୁଟର ଶିକ୍ଷା ପାଇଁ ଆଗ୍ରହ ବଢିବ । ଅଫିସରେ କାହାରି ପ୍ରତି ଆକର୍ଷିତ ଅନୁଭବ କରିବେ ।

ଜ୍ୟେଷ୍ଠା – ଶତୃମାନେ ମିତ୍ରଭାବେ ଆଚରଣ କରିବେ । ମହିଳା ମାନେ ଶୁଭ ସମାଚାର ଶୁଣି ଖୁସି ହେବେ । ଡାକ୍ତର ମାନେ ଭଲ ରୋଜଗାର କରିବେ । କୈାଣସି ଶୁଭ କାର୍ଯ୍ୟରେ ବାଧା ଆସିପାରେ ।

ପ୍ରତିକାର – ମାଆ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :