• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ

ସୈାର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି - ୧୩ଶୀ ଦିବା ୧୦.୦୦ ଗତେ ୧୪ଶୀ ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Friday 20 Jan 2023

ଉ , ଷାଢା – ଉଚ୍ଚ ସ୍ଥାନରୁ ପଡି ଯାଇ ଗୋଡରେ ଆଘାତ ଲାଗିପାରେ । ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ପ୍ରେମିଯୁଗଳ ଏକାନ୍ତରେ ସମୟ କାଟିବେ ।

ଶ୍ରବଣା – ବ୍ୟବସାୟରେ ଅଚାନକ ଧନ ଲାଭ ହୋଇପାରେ । ଛାତ୍ରଛାତ୍ରି ମାନେ ସୁଖ୍ୟାତି ଅର୍ଜନ କରିବା ସହିତ ସବୁ ପ୍ରକାର ସହଯୋଗ କରିବେ । ରାଜନିତିରେ ଆର୍ଥୀକ ଲାଭ ମିଳିବ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ ।

ଧନିଷ୍ଠା – ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ମହିଳା ମାନେ ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ଦୃଢସଂକଳ୍ପ ଓ ଆତ୍ମବିଶ୍ୱାସ ଭରପୁର ରହିବ ଏବଂ ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :