ପୈତୃକ ସମ୍ପତ୍ତିର ସମାଧାନ ହୋଇଯିବ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳାମାନେ ଉତ୍ସାହିତ ରହିବେ।
ଚିତ୍ରା- ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ମନ କଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ ।
ସ୍ୱାତୀ- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି । ସାଂସ୍କୃତିକ ପରିବେଶରେ ଯୋଗଦାନ ଦେବେ ।
ବିଶାଖା- ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ମହିଳାମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି।
ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬