ପୈତୃକ ସମ୍ପତ୍ତିର ସମାଧାନ ହୋଇଯିବ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳାମାନେ ଉତ୍ସାହିତ ରହିବେ।
ଉ, ଷାଢା- ବ୍ୟବସାୟରେ ତ୍ରିଷ୍ଠି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ।
ଶ୍ରବଣା- କର୍ମକ୍ଷେତ୍ରରେ ଯେଉଁ କାର୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ସାମାଜିକସ୍ତରରେ ଖ୍ୟାତି ହେବ ଓ ସମ୍ପତ୍ତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ।
ଧନିଷ୍ଠା– କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ।
ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮