• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aries

ମେଷ

Saturday 20 Jul 2024

ଅଶ୍ୱନୀ- ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସାଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।

ଦ୍ୱିଜା- ପିଲାଦିନର ବନ୍ଧୁଙ୍କ ସହୟତା ମିଳିପାରେ । ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଛାତ୍ରଛାତ୍ରୀ ମାନେ ପଢାରେ ଅବେହଳା କରି ଦୁଃଖ ପ୍ରକାଶ କରିବେ ।

କୃତିକା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ୍ୟ ସାଧନରେ ବିଳମ୍ବ ଘଟିବ । ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ ।

ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :