• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Taurus

ବୃଷ

Saturday 20 Jul 2024

କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଆଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥୀଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ରୋହିଣୀ- କର୍ତୃପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୌଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି ।

ମୃଗଶିରା- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝି ବିଚାରି ଭାଗିଦାରୀ କରନ୍ତୁ । ସମ୍ପତ୍ତି କିଣିବାର ଯୋଗ ରହିଛି ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :