• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aquarius

କୁମ୍ଭ

Saturday 20 Jul 2024

ଧନିଷ୍ଠା- ଆଶଙ୍କାରେ ଦିନ କାଟିବେ । ଆତ୍ମୀୟଙ୍କ ଦୁର୍ବବ୍ୟବହାର ଭୋଗିବେ । ନିତ୍ୟ କର୍ମରେ ବ୍ୟତିକ୍ରମ ଘଟିପାରେ । ପରିବେଶ ଆନନ୍ଦ ଦାୟକ ରହିବ । ଧନ ହେତୁ ଶାନ୍ତି ଅନୁଭବ କରିବେ ।

ଶତଭିଷା- ପ୍ରେମିକା,ପ୍ରେମିକ ମାନଙ୍କର ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀ ମାନେ ପଢାରେ ଅନ୍ୟସମସ୍କ ରହିବେ ।

ପୂ,ଭାଦ୍ରପଦ- ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :