• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Saturday 20 Jul 2024

ମୃଗଶିରା- ପ୍ରେମ ସମ୍ବନ୍ଧ ବିବାହରେ ପରିଣତ ହୋଇପାରେ । ମନକୁ ସ୍ଥିର କରି ନୂତନ ବ୍ୟବସାୟ ଆରମ୍ଭ କରିବେ । କର୍ମ କ୍ଷେତ୍ରରେ ନିଜ ପ୍ରତିଭାବ ପ୍ରମାଣ ଦେଇ ଆଗକୁ ବଢିବେ ।

ଆଦ୍ରା- ରାଜନୀତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସ୍ଥିରତା ସୃଷ୍ଟି କରିବ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ ।

ପୁନର୍ବସୁ- ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟ ବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ମହିଳା ମାନେ ସହଯୋଗର ହାତ ବଢାଇବେ ।

ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :