• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Cancer

କର୍କଟ

Saturday 20 Jul 2024

ପୁନର୍ବସୁ- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।

ପୁଷ୍ୟା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।

ଅଶ୍ଲେଷା- ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କ୍ରୀଡା,ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :