• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Leo

ସିଂହ

Saturday 20 Jul 2024

ମଘା- ଶରୀରରେ ଆଘାତ ପାଇ ପାରନ୍ତି । ଆପଣଙ୍କର ବନ୍ଧୁ ସଂଖ୍ୟା ବଢିପାରନ୍ତି । ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ବ୍ୟବସାୟରେ ଅଭିବୃଦ୍ଧି ଘଟିପାରେ ।

ପୂ,ଫାଲଗୁନି- ଲକ୍ଷ୍ୟ ହାସଲ କରିବାକୁ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଆପଣଙ୍କୁ ଅତିରିକ୍ତ ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିପାରେ । ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ ।

ଉ,ଫାଲଗୁନି- ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ନୂଆ କଳାକୌଶଳ ଶିଖିବାକୁ ସୁଯୋଗ ମିଳିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :