• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Virgo

କନ୍ୟା

Saturday 20 Jul 2024

ଉ,ଫଳଗୁନି- ପାରିବାରିକ ଜୀବନ ହସ, ଖୁସିରେ କଟିବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ ।

ହସ୍ତା- ପାରିବାରିକ ଜୀବନରେ ପତ୍ନୀ ପୀଡା ସହ ସନ୍ତାନ ଲାଭର ଯୋଗ ରହିଛି । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ ।

ଚିତ୍ରା- ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତ୍ୱକୁ ପ୍ରେରଣା ଦେବେ । ଅସ୍ଥିର ମନ ଯୋଗୁ କୌଣସି କାମ ଠିକ୍ ଭାବେ କରିପାରିବେ ନାହିଁ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :