• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Libra

ତୁଳା

Saturday 20 Jul 2024

ଚିତ୍ରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ସ୍ୱାତୀ- ପରିବାରରେ ଚିନ୍ତା ବଢିପାରେ । ଚାକିରି କ୍ଷେତ୍ରରେ ପ୍ରାଧାନ୍ୟ ହ୍ରାସ ପାଇବ । ମୋହରେ ପଡି ଅପଦସ୍ତ ହେବେ । ଆତ୍ମୀୟଙ୍କ ଦ୍ୱାରା ସମସ୍ୟାର ସମଧାନ ହୋଇଯିବ ।

ବିଶାଖା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳାମାନେ କାର୍ଯ୍ୟ ବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :